କମିଲା ସୁନା ଦର; ଜାଣନ୍ତୁ ଆଜି ୨୨ ଓ ୨୪ କ୍ୟାରେଟ୍ ମୂଲ୍ୟ କେତେ ରହିଛି
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୨୪୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ…