ବିବାହ ସିଜିନ ଆରମ୍ଭରୁ ଲଗାତାର ବଢୁଛି ଦାମ୍, ଜାଣନ୍ତୁ ଆଜି କେତେ ରହିଛି ସୁନା ଦର
ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୭୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୬,୦୬୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪…