ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ଦାମ୍
ଗତକାଲି ଠାରୁ ସାମାନ୍ଯ କମିଛି ସୁନା ଦର। ତୁଳନା କଲେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୩୫୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ…