ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଓ ରୁପା ଦାମ୍
ଆଜି ସହରରେ କିଛି ପରିମାଣରେ ବଢିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୧୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ…