Browsing Tag

haeavy rain

ଏଥର ଭିଜିବ ଦୀପାବଳି, ବଢ଼ୁଛି ବାତ୍ୟା ଆଶଙ୍କା: ୨୪ରୁ ୨୬ ଯାଏ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା!

ଭୁବନେଶ୍ୱର(କେନ୍ୟୁଜ୍): ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ । ଏହି ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ । ଆସନ୍ତା ୨୦ ତାରିଖରେ ଦକ୍ଷିଣ ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର…

ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା, ଆସନ୍ତା ୧୮ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ୱର(କେନ୍ୟୁଜ୍): ୧୮ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା। ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଏହି ସମୟରେ ଘୂର୍ଣ୍ଣିବଳୟ ସମ୍ଭାବନା…

ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା: ବିଭିନ୍ନ ସ୍ଥାନରେ ଜଳବନ୍ଦୀ, ରାସ୍ତା ଘାଟରେ ଯାତାୟତ ଠପ୍‌

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ରାଜଧାନୀକୁ ବୁଡାଇଲା ମୂଷଳଧାରର ବର୍ଷା। କଟକ, ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା। ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇଛି। ରାସ୍ତା ଘାଟରେ ଯାତାୟତ ଠପ୍‌ ହୋଇଯାଇଛି। ବିଭିନ୍ନ ସ୍ଥାନରେ ଗାଡିମୋଟର…

ସ୍ଥଳଭାଗ ମୁହାଁ ଲଘୁଚାପ: ୨୪ ଘଣ୍ଟା ପରେ ରାଜ୍ୟରେ କମିବ ପ୍ରଭାବ, ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ସ୍ଥଳଭାଗ ମୁହାଁ ଲଘୁଚାପ। ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି। ୨୪ ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପ ପ୍ରଭାବ। ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲା ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର,…