ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିପାରେ ବଡ଼ ଝଟକା, ଆଇପିଏଲ୍ରୁ ବାଦ୍ ପଡିପାରନ୍ତି ହାର୍ଦ୍ଦିକ ପାଣ୍ଡ୍ୟା !
ହାର୍ଦ୍ଦିକ ପାଣ୍ଡ୍ୟା ଏବେ ପୁଣି ଚର୍ଚ୍ଚାରେ । ନିକଟରେ ଆଇପିଏଲ ୨୦୧୪ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହୋଇଥିଲେ ଆଉ ଏବେ ତାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂତ୍ର ମୁତାବକ, ହାର୍ଦ୍ଦିକ ପାଣ୍ଡ୍ୟା ଆଗାମୀ ଆଇପିଏଲ ୨୦୨୪ ସିଜିନରେ ଖେଳି ନ ପାରନ୍ତି । ଯଦି ଆଗାମୀ ଆଇପିଏଲରେ…