Browsing Tag

heavy rain odisha

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ: ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର(କେନ୍ୟୁଜ୍):  ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ବର୍ଷାର ବିସ୍ତୃତ ବଢିବ । ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ୱେଲୋ ୱାର୍ଣ୍ଣିଂ ଦେଇଛି । ଉପକୂଳ ଜିଲ୍ଲାଗୁଡିକ ସମେତ ନୟାଗଡ଼,…

ଆଜି ସମସ୍ତ ୩୦ ଜିଲ୍ଲାରେ ଭୀଷଣ ବର୍ଷା, ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି

କେନ୍ୟୁଜ୍(ବ୍ୟୁରୋ):   ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ କ୍ଷେତ୍ର । ରାଜ୍ୟର ୮ଟି ସ୍ଥାନରେ ଅତିପ୍ରବଳ ବର୍ଷା ଓ ୪୪ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ନବରଙ୍ଗପୁର ଜିଲ୍ଲା କୁସୁମଗୁଡ଼ାଠାରେ ସର୍ବାଧିକ ବର୍ଷ ୧୬୧ ମିଲିମିଟର ରେକର୍ଡ ହୋଇଛି। ନୟାଗଡ଼ରେ…

୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ, ୨୪ ଘଣ୍ଟା ପାଇଁ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟି ଲଘୁଚାପ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଡିପ୍ରେସନ ଓଡିଶା ଓ ଛତିଶଗଡ଼ର…

ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର: ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର (କେନ୍ୟୁଜ୍‌): ଉତ୍ତର ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି । ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା। ଭୁବନେଶ୍ୱରରେ ମୂଷଳଧାରାରେ ବର୍ଷା ହେଉଛି । ଫଳରେ କିଛି…

ଆଜିଠୁ ବଦଳିବ ପାଗ: ଓଡ଼ିଶାରେ ୨୪ ଘଣ୍ଟାରେ ୨ରୁ ୩ ଡିଗ୍ରୀ ଯାଏ ଖସିବ ରାତିର ତାପମାତ୍ରା, କିଛି ଜିଲ୍ଲାରେ ବର୍ଷା !

ଭୁବନେଶ୍ବର(କେନ୍ଯୁଜ୍):  ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଆଜିଠୁ ବଦଳିବ ପାଗ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ୨୪ ଘଣ୍ଟାରେ ୨ରୁ ୩ ଡିଗ୍ରୀ ଯାଏ ଖସିବ ରାତିର ତାପମାତ୍ରା । ୨୪ରୁ ଆଉ ଏକ ପଶ୍ଚିମା ଝଡ ପ୍ରଭାବରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ…

ଆଜି ବି ହେବ ବର୍ଷା, ଲଘୁଚାପ ପାଇଁ ଜାରି ରହିଛି ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପହଞ୍ଚିବା ପରେ ଲଘୁଚାପ ପ୍ରଭାବରେ ସକ୍ରିୟ ରହି ବିକ୍ଷିପ୍ତ ବର୍ଷା ହୋଇଛି। ଆଜି ରାଜ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ପୂର୍ବାନୁମାନ କରିଛି…

ଆଜି ବି ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ୍‌) : ଓଡିଶାରେ ଜାରି ରହିଛି ଲଘୁଚାପ ବର୍ଷା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଆଜି ବର୍ଷା ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି କୋରାପୁଟ, ନୂଆପଡା, ବରଗଡ, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ ଏବଂ ସମ୍ବଲପୁର…

ଆଜି ରାଜ୍ୟର ହେବ ପ୍ରବଳ ବର୍ଷା, ୫ ଚିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ

ଓଡ଼ିଶାରେ ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମା ବାୟୁ। ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ମୟୁରଭଞ୍ଜ ଓ ଯାଜପୁର। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଛି। ଏହାପରେ ଦୁଇ…