Browsing Tag

heavy rainfall forecast

ଦୀର୍ଘ ୯ ଦିନ ବ୍ୟବଧାନ ପରେ ଭୁବନେଶ୍ୱରରେ ଦେଖାଗଲା ସୂର୍ଯ୍ୟ, ଅବପାତ ଛତିଶଗଡ଼ ଆଡ଼କୁ ମୁହାଁଉଥିବାରୁ କମିଛି ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ସକ୍ରିୟ ରହିଛି ଅବପାତ । ସକ୍ରିୟ ଅବପାତ ଘଣ୍ଟାପ୍ରତି ୩୪ କିଲୋମିଟର ବେଗରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ପାର୍ଶ୍ୱବର୍ତ୍ତୀ ଉତ୍ତର ଛତିଶଗଡ଼ ଏବଂ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଝାରସୁଗୁଡ଼ାଠାରୁ…

ସୁନ୍ଦରଗଡ଼ରେ ଲଗାଣ ବର୍ଷା ଯୋଗୁ ସହରର ଅନେକ ଲୋକଙ୍କ ଘରେ ପଶିଛି ପାଣି

ସୁନ୍ଦରଗଡ଼(କେନ୍ୟୁଜ୍): ବର୍ଷାରେ ବେହାଲ ସୁନ୍ଦରଗଡ଼ । ଲଗାଣ ବର୍ଷା ଯୋଗୁ ସହରର ଅନେକ ଲୋକଙ୍କ ଘରେ ପଶିଛି ପାଣି । ଏପରିକି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ଭିତରେ ପାଣି ଜମିରହିଛି । ରକ୍ତ ଭଣ୍ଡାର ମଧ୍ୟରେ ଏକ ଫୁଟର ପାଣି ରହିଛି । ବିଭିନ୍ନ ଅଞ୍ଚଳରେ ଲୋକଙ୍କ ଘରେ ପାଣି…

କଟକରେ ଲଗାଣ ବର୍ଷା ଜାରି: ସ୍ଥିତି ଅନୁଧ୍ୟାନ କଲେ ମେୟର ଓ ସିଏମସି କମିଶନର

କଟକ(କେନ୍ୟୁଜ୍): କଟକର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା । ଆଜି କଟକ ମେୟର, ସିଏମସି କମିଶନର, ସିଏମସି ଅଧିକାରୀ, ଜାଇକା ଅଧିକାରୀ ଓ କର୍ପୋରେଟର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି । ସହର ଭିତରେ କେଉଁଠି ଜଳବନ୍ଦୀ ସମସ୍ୟା ଉପୁଜି ନାହିଁ । ୨୫୦ରୁ ଉର୍ଦ୍ଧ୍ୱ…

ପ୍ରବଳ ବର୍ଷା ପାଇଁ ଟ୍ଵିନସିଟିକୁ ସତର୍କତା ଜାରି, କଟକ ଜିଲ୍ଲାରେ ସରକାରୀ ଛୁଟି ବାତିଲ କଲେ ଜିଲ୍ଲାପାଳ

ଭୁବନେଶ୍ୱର/କଟକ(କେନ୍ୟୁଜ୍): ପ୍ରବଳ ବର୍ଷା ପାଇଁ ଟ୍ଵିନସିଟିକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ତୁହାକୁ ତୁହା ବର୍ଷା ସହ ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହୋଇପାରେ । ଖୋର୍ଦ୍ଧା ଅରେଞ୍ଜ ଓ୍ଵାର୍ଣ୍ଣିଂରେ ଥିବା ବେଳେ କଟକକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଛି । କଟକ…

ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍‌…

ଭୁବନେଶ୍ୱର(କେନ୍ୟୁଜ୍): ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ । ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ େଓ୍ଵଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । ୩୦ଟି ଯାକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।…

ସାରା ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି: ଫୁଲିଛି ନାଗାବଳୀ, ବଂଶଧାରା ଓ ଋଷିକୂଲ୍ୟା ନଦୀ

ଭୁବନେଶ୍ୱର(କେନ୍ୟୁଜ୍): ସାରା ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା । ବଙ୍ଗୋପସାଗରରେ ଅବପାତ ଦୁର୍ବଳ ହୋଇ ଏବେ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଅବପାତ ଦୁର୍ବଳ ହୋଇଥିଲେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବର୍ଷା ଲାଗି ରହିଥିବାରୁ ଦକ୍ଷିଣ ଓଡ଼ିଶାର…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ୱେଲ ମାର୍କଡ ଲୋପ୍ରେସରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ୱେଲମାର୍କଡ ଲୋପ୍ରେସର ସକ୍ରିୟ। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ସାରା ବିକ୍ଷିପ୍ତ ବର୍ଷା ସହ କେତେକ…

ଆସୁଛି ଲଘୁଚାପ ପରେ ଲଘୁଚାପ, ବଢିବ ବର୍ଷାର ପରିମାଣ

କେନ୍ୟୁଜ୍(ବ୍ୟୁରୋ):  ଆଗକୁ ମୌସୁମୀ ବର୍ଷା ପରିମାଣ ବଢିବା ସମ୍ଭାବନା । ଆସୁଛି ଲଘୁଚାପ ପରେ ଲଘୁଚାପ। ଗୋଟିଏ ଜୁଲାଇ ୧୧ରେ ଅନ୍ୟଟି ଜୁଲାଇ ୧୮ କିମ୍ବା ୧୯ରେ ଆସିବା ନେଇ ପୂର୍ବାନୁମାନ ହୋଇଛି। ଭାରତୀୟ ପାଣିପାଗ ବିଭାଗର ଅନୁମାନ, ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମକେନ୍ଦ୍ର ଏବଂ ଉତ୍ତର…