ଓଡିଶାରେ ୧୦ଟି ବଡ଼ ଶିଳ୍ପ ପ୍ରତିଷ୍ଠା ପାଇଁ ନିବେଶ ହେବ, ୭୪ ହଜାର ୬୨୦ କୋଟି ଟଙ୍କାର ନିବେଶ ପାଇଁ HLCAର ଅନୁମତି
କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶାରେ ୭୪ ହଜାର ୬୨୦ କୋଟି ଟଙ୍କାର ନିବେଶ ପାଇଁ HLCAର ଅନୁମତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷାରେ ବସିଥିବା ହାଇଲେଭଲ କ୍ଲିଅରାନ୍ସ ଅଥରିଟି ବୈଠକରେ ଏହି ମଂଜୁରୀ ପ୍ରଦାନ କରାଯାଇଛି। ୧୦ଟି ବଡ଼ ଶିଳ୍ପ ପ୍ରତିଷ୍ଠା ପାଇଁ ନିବେଶ ହେବ ୭୪ ହଜାର ୬୨୦…