Below header
Browsing Tag

horoscope 2022

ଜାଣନ୍ତୁ, ଆଜି ଆପଣଙ୍କ ରାଶିରେ କ’ଣ ଅଛି !

ମେଷ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷ :…

ଜାଣନ୍ତୁ, କେମିତି କଟିବ ଆପଣଙ୍କର ପୂରା ଦିନ

ମେଷ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ବୃଷ : ଆଜି…

ଦୈନିକ ଭାଗ୍ୟ ! ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ…

ଜାଣନ୍ତୁ, ଆଜି ଆପଣଙ୍କ ରାଶିରେ କ’ଣ ଅଛି !

ମେଷ : ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି। ବୃଷ : ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ…

ସକାଳୁ ସକାଳୁ ପଢ଼ନ୍ତୁ ଆଜିର ରାଶିଫଳ, ଜାଣନ୍ତୁ ଦିନଟି କେମିତି କଟିବ

ମେଷ : ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ। ବୃଷ : ଆଜି ଆପଣଙ୍କ ମନ ମଜା-ମସ୍ତିରେ ରହିବ। ଆଜି ଆପଣ…

ଆଜିର ରାଶିଫଳ, ଜାଣନ୍ତୁ ଭାଗ୍ୟରେ କ’ଣ ଅଛି !

ସକାଳୁ ଉଠୁ ଉଠୁ ସମସ୍ତଙ୍କର ଗୋଟିଏ ଚିନ୍ତା ଥାଏ ଆଜିର ଦିନଟି କେମିତି କଟିବ । ଯଦି କୌଣସି ଶୁଭ କାମ ଥାଏ ତେବେ ଭଲରେ ହେବକି ନାହିଁ । ଆଉ ଯଦି କୌଣସି କାର୍ଯ୍ୟରେ ବାହାରକୁ ଯାତ୍ରା କରିବାକୁ ଥାଏ, ତେବେ ତାହା ସଫଳ ହେବ କି ନାହିଁ । ଏମିତି କେତେ କଣ । ଯଦି ଆପଣ ସକାଳୁ ସକାଳୁ ନିଜ ରାଶି…

ସକାଳୁ ସକାଳୁ ପଢ଼ନ୍ତୁ ଆଜିର ଭାଗ୍ୟଫଳ

ମେଷ: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।…

ରାଶିଫଳ: ଜାଣନ୍ତୁ, ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ। ବୃଷ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ।…

ଭାଗ୍ୟଫଳ: ଆଜିର ଦିନ କେମିତି କଟିବ !

ମେଷ : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ…

ଦୈନିକ ରାଶିଫଳ: ଜାଣନ୍ତୁ, ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ: ଆଜି କ୍ୟାରିୟର ପାଇଁ ବହୁତ ଭଲ ସମୟ। ଆୟ ବୃଦ୍ଧି ପାଇବ। ବିଭିନ୍ନ ପ୍ରୋଗ୍ରାମରେ ସକ୍ରିୟ ରହିବେ। ଉପହାର ମିଳିପାରେ। ଚାକିରି କ୍ଷେତ୍ରରେ ନୂଆ ପଦ ପାଇବେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଧଳା। ବୃଷ : ବୃଷ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନ ଶୁଭ ସାବ୍ୟସ୍ତ ହୋଇପାରେ।…

ଏ ସପ୍ତାହର ରାଶିଫଳ !

ରବିବାର ସକାଳ ଠାରୁ ଆରମ୍ଭ ହୁଏ ନୂଆ ସପ୍ତାହ। ସପ୍ତାହର ଆରମ୍ଭରୁ ହିଁ ଲୋକମାନେ ପୂରା ସପ୍ତାହ କ’ଣ କରିବେ, କୁଆଡ଼େ ଯିବେ ସବୁର ପ୍ଲାନିଂ କରିଥାନ୍ତି। ଏଥିସହ କିଛି ଲୋକ ରବିବାର ଠାରୁ ହିଁ ସପ୍ତାହଟି କେମିତି କଟିବ, ସେ ନେଇ ଜାଣିବାକୁ ଇଚ୍ଛୁକ ଥାନ୍ତି। ଏଣୁ ରାଶିଫଳ ଜାଣିବାକୁ ସମସ୍ତଙ୍କ…

ଦୈନିକ ରାଶିଫଳ: ଜାଣନ୍ତୁ, ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ: ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ବୃଷ : ଆଜି ଅର୍ଥ ସଙ୍କଟ…