Browsing Tag

India corona updates

ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୨୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୨ ହଜାର ୭୬୬

ନୂଆଦିଲ୍ଲୀ: ଚିନ୍ତା ବଢ଼ାଉଛି ଏପ୍ରିଲ ମାସ । କ୍ରମାଗତ ୬ ଦିନ ଧରି ୩ ଲକ୍ଷ ଉପରେ ରହୁଛି ନୂଆ ସଂକ୍ରମିତ କେସ୍‌ । ସେହିଭଳି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି । ୭ ଦିନ ହେବ ୨୦୦୦ ଉପରେ ରହୁଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୨୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ…

ଗତ ୨୪ ଘଣ୍ଟାରେ ଦେଶରେ ୩ଲକ୍ଷ ୫୫ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ, ୨ହଜାର ୮୦୭ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ଲକ୍ଷ ୫୫ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୨ ହଜାର ୮୦୭ ଜଣଙ୍କ ଜୀବନ ନେଇଛି ଭାଇରସ । ବିଶ୍ୱରେ ସବୁଠୁ ଅଧିକ । ଏପ୍ରିଲ ୧୮ରୁ ୨୫ ତାରିଖ ଏହି ସପ୍ତାହେ ମଧ୍ୟରେ ୨୨ଲକ୍ଷ ୪୯ ହଜାର ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ମହାମାରୀ ଆରମ୍ଭ…

ଗତ ୧୨ ଦିନ ମଧ୍ୟରେ ଦେଶରେ ଦୈନିକ ସଂକ୍ରମଣ ହାର ଦ୍ୱିଗୁଣିତ: ଆଜି ଦିନକରେ ୨ଲକ୍ଷ ୭୩ ହଜାର ୮୧୦ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ସାଂଘାତିକ ହେଉଛି କରୋନା ସ୍ଥିତି । ସଂକ୍ରମଣ ସହ ବଢୁଛି ମୃତ୍ୟୁ ସଂଖ୍ୟା । ଦେଶରେ ଦିନକରେ ୨ଲକ୍ଷ ୭୩ ହଜାର ୮୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ କରୋନାରେ ୧୬୧୯ ଜଣଙ୍କ ମୃତ୍ୟୁ ହୋଇଛି । ଲଗାତର ପଞ୍ଚମ ଦିନରେ ୨ ଲକ୍ଷ ଉପରେ ପଜିଟିଭ୍‌ ଆସୁଛି । ଏବେ…