ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର, ନଦୀକୂଳିଆ ଅଞ୍ଚଳର ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ
ଜଳେଶ୍ବର: ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବାବେଳେ ସକାଳ ୬ଟା ସୁଦ୍ଧା ଏଠାରେ ଜଳସ୍ତର ବୃଦ୍ଧି ପାଇ ୬.୬୧ ମିଟରରେ ପ୍ରବାହିତ ହେଉଛି । ଫଳରେ ନଦୀକୂଳିଆ ଅଞ୍ଚଳର ହେକ୍ଟର ହେକ୍ଟର ଚାଷ ଜମିରେ ପାଣି…