Browsing Tag

jhulana yatra

ଶ୍ରୀମନ୍ଦିର ସମେତ ବିଭିନ୍ନ ମଠବାଡି ଓ ଘରେ ଚାଲିଛି ଝୁଲଣ ଯାତ୍ରା, ଦେଖିବାକୁ ଜମୁଛି ଭକ୍ତଙ୍କ ଭିଡ଼

ପୁରୀ(କେନ୍ୟୁଜ୍): ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା । ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାର ମାସରେ ତେର ଯାତ୍ରା । ସେଥିମଧ୍ୟରୁ ଝୁଲଣ ଯାତ୍ରା ଅନ୍ୟତମ । ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରାର ସ୍ୱତନ୍ତ୍ରତା ଅନେକ ରହିଛି । ମୁକ୍ତିମଣ୍ଡପରେ ଆକର୍ଷଣୀୟ ଭାବେ ନିର୍ମାଣ କରାଯାଇଛି ଝୁଲଣକୁଞ୍ଜ ।…