କାବୁଲର ମସ୍ଜିଦ୍ରେ ବିସ୍ଫୋରଣ; ୮ ମୃତ, ନିଜକୁ ଦାୟୀ କହିଲା ଆଇଏସ୍
ନୂଆଦିଲ୍ଲୀ : ଆଫଗାନିସ୍ତାନର ରାଜଧାନୀ କାବୁଲରେ ଦୁଇଟି ବଡ଼ ଧରଣର ବିସ୍ଫୋରଣ ହୋଇଛିଏଥିରୁ ଗୋଟିଏ ଏଠାରେ ଥିବା ହଜାରା ମସ୍ଜିଦ ଉପରେ ହୋଇଛି । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି ବିସ୍ଫୋରଣ ପାଇଁ ଇସଲାମିକ୍ ଷ୍ଟେଟ୍ (ଆଇଏସ୍) ନିଜକୁ ଦାୟୀ…