ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ୫ଟି ସଚିବ ଭି.କେ ପାଣ୍ଡିଆନ୍, ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ
ଖୋର୍ଦ୍ଧା (କେନ୍ୟୁଜ): ଫାଇଭ୍ ଟି ଫୋକସରେ ଖୋର୍ଦ୍ଧା । ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ । ଉପସ୍ଥିତ ଅଛନ୍ତି ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ୍ । ବୈଠକରେ ଇଡ୍କୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ…