କରିତକର୍ମା କିନ୍ନରର ବିଚକ୍ଷଣ ବୁଦ୍ଧି: ଫୋନରେ ମନ୍ତ୍ରୀଙ୍କ ସ୍ୱର କରି ବ୍ୟବସାୟୀଙ୍କ ଠାରୁ ଲୁଟି ନେଲେ ଟଙ୍କା
ଭୁବନେଶ୍ବର(କେନ୍ୟୁଜ୍): କିନ୍ନର ମନୀଷାଙ୍କ ମାରାତ୍ମକ କାହାଣୀ ମନ୍ତ୍ରୀଙ୍କ ନାଁ ନେଇ ଲଗାଇଦେଲେ ଚୁନ । ମନ୍ତ୍ରୀଙ୍କ ଘରେ ହୋମ ଯଜ୍ଞ ହେବ କହି ବ୍ୟବସାୟୀଙ୍କ ଠାରୁ ନେଇଗଲେ ଟଙ୍କା । ବ୍ୟବସାୟୀ ବିକାଶ ସେହଗଲ ଏ ନେଇ ସାଇବର ଥାନାରେ ଅଭିଯୋଗ କରିବା ପରେ କିନ୍ନର ମନୀଷା ଓରଫ ସୌମ୍ୟ ରଞ୍ଜନ…