କୋରାପୁଟରୁ ୧ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
କୋରାପୁଟ (କେନ୍ୟୁଜ): ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । କୋରାପୁଟ ଜିଲ୍ଲା କାକଲପଡା ଜଙ୍ଗଲ ନିକଟରୁ ୧ କ୍ୱିଣ୍ଟାଲ ଗଞ୍ଜେଇ ସହ କାର୍ ଜବତ କଲା ଲମତାପୁଟ ଓ ମାଛକୁଣ୍ଡ ପୋଲିସ । କାଙ୍ଗରପଡା ଅଞ୍ଚଳରୁ ଦିଲ୍ଲୀ ଓ ହରିୟାଣାକୁ ଗଞ୍ଜେଇ ଚାଲାଣ ହେଉଥିଲା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ଲକ୍ଷରୁ…