ମୁମ୍ବାଇ ଇଣ୍ଡିଆନ୍ସର ନୂଆ କୋଚ୍ ଭାବେ ନିଯୁକ୍ତ ହେଲେ ମାର୍କ ବାଉଚର, କିଛିଦିନ ତଳେ ଦକ୍ଷିଣ ଆଫ୍ରିକା ଟିମରୁ ଦେଇଥିଲେ…
ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ କ୍ରିକେଟ୍ ଖେଳାଳି ମାର୍କ ବାଉଚରଙ୍କୁ ମୁମ୍ବାଇ ଇଣ୍ଡିଆନ୍ସର ମୁଖ୍ୟ ପ୍ରଶିକ୍ଷକ (କୋଚ୍) ଭାବେ ନିଯୁକ୍ତ କରାଯାଇଛି । ତାଙ୍କ କାର୍ଯ୍ୟକାଳ ଆଇପିଏଲ୍ ୨୦୨୩ରୁ ଆରମ୍ଭ ହେବ । ଜଣେ ୱିକେଟ୍ ରକ୍ଷକ, ବ୍ୟାଟ୍ସମ୍ୟାନ୍ ଭାବେ ମାର୍କ ବାଉଚରଙ୍କ ଏକ ଲମ୍ବା ଓ ଗୌରବମୟ…