Browsing Tag

odisha assembly

ଦୁଇ ଦିନ ବିରତି ପରେ ଆଜିଠାରୁ ପୁଣି ବିଧାନସଭା ବଜେଟ୍‌ ଅଧିବେଶନ

ଭୁବନେଶ୍ୱର (କେନ୍ୟୁଜ): ଦୁଇ ଦିନ ବିରତି ପରେ ଆଜିଠାରୁ ପୁଣି ବିଧାନସଭା ବଜେଟ୍‌ ଅଧିବେଶନ । ପୁଣି କମ୍ପିପାରେ ଗୃହ । ସରକାରଙ୍କୁ ଘେରିବା ପାଇଁ ବିରୋଧୀ ରଣନୀତି କରିଛନ୍ତି । ବଜେଟ୍‌ ଅଧିବେଶନ ଆରମ୍ଭରେ ନବ ଦାସ ପ୍ରସଙ୍ଗରେ ବିରୋଧୀ ହଟ୍ଟଗୋଳ କରିଥିଲା । ଏହା ଉପରେ ମୁଖ୍ୟମନ୍ତ୍ରୀ ଓ ଗୃହ…

ଆଜିଠୁ କମ୍ପିବ ବିଧାନସଭା, ଆସନ୍ତା ୨୪ରେ ଆସିବ ନବୀନଙ୍କ ପଞ୍ଚମ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍‌

ଭୁବନେଶ୍ୱର(କେନ୍ୟୁଜ୍‌) : ଆଜିଠୁ ବିଧାନସଭା ବଜେଟ୍‌ ଅଧିବେଶନ । ଗୃହରେ ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଆଇନଶୃଙ୍ଖଳା, ଚାଷ ଓ ଚାଷୀ ଏବଂ ବେକାରୀ ସମସ୍ୟା ପ୍ରସଙ୍ଗ ଉଠାଇ ବିରୋଧୀ ସରକାରଙ୍କୁ ଘେରିବେ । ସେପଟେ ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ଦଳ ବି ତୟାର ।…

ବିଧାନସଭାରେ ଧାରଣା ନ ଦେଇ କେନ୍ଦ୍ର କୃଷିମନ୍ତ୍ରୀଙ୍କ ନିକଟରେ ଧାରଣା ଦିଅ:ବିଜେପି ବିଧାୟକଙ୍କୁ ହାତଯୋଡି  ଅନୁରୋଧ କଲେ…

ଭୁବନେଶ୍ବର(କେନ୍ୟୁଜ୍):  ଆସନ୍ତାକାଲି ଓଡିଶା ଆସୁଛନ୍ତି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର । ତାପୂର୍ବରୁ ଆଜି ବିଧାନସଭାରେ ଚାଷ ଓ ଚାଷୀ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ବିଜେଡି ଓ ବିଜେପି । ବିଜେପି ବିଧାୟକଙ୍କୁ ହାତ ଯୋଡିଲେ ପଞ୍ଚାୟତିରାଜ ମନ୍ତ୍ରୀ । ବିଧାନସଭାରେ ଧାରଣା ନଦେଇ…

ଚାଷୀଙ୍କ ପାଇଁ ବିଧାନସଭା ହୁଲୁସ୍ତୁଲ, ରାଜ୍ୟପାଳଙ୍କୁ ଭେଟିବାକୁ ବିଜେଡ଼ି ନେତା ରାଜଭବନ ଯାଏଁ ଚାଲି ଚାଲି ଗଲେ

କେନ୍ୟୁଜ୍(ବ୍ୟୁରୋ): ଚାଷୀଙ୍କ ପାଇଁ ବିଧାନସଭା ହୁଲୁସ୍ତୁଲ। ଶାସକ ଓ ବିରୋଧୀ ମୁହାଁମୁହିଁ। ବିଧାନସଭା ଭିତରେ ପରେ ବାହାରେ ଚାଷୀଙ୍କୁ ନେଇ ବିଜେଡି ଓ ବିଜେପି ଗର୍ଜିଛନ୍ତି। କେନ୍ଦ୍ର ସରକାରଙ୍କୁ ବିଜେଡି ଟାର୍ଗେଟ କରିଥିବା ବେଳେ ବିଜେପି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛି। ଉଭୟଙ୍କୁ…

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ, ଆଗତ ହେବ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍‌

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ। ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍‌ ଆଗତ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିବେ। ଅତିରିକ୍ତ ବଜେଟ୍‌ ଆକାର ପ୍ରାୟ ୧୬ରୁ ୧୭ ହଜାର କୋଟି ଭିତରେ ରହିପାରେ। ଶିକ୍ଷା,…

ଆସନ୍ତା ୨୪ରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୨୪ ତାରିଖଠାରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ । ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୨୫ ତାରିଖ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ସପ୍ଲିମେଣ୍ଟାରି ବଜେଟ ଉପସ୍ଥାପନ ହେବ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥର…

କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀଙ୍କ ମନ୍ତବ୍ୟକୁ ନେଇ ଓଡ଼ିଶା ବିଧାନସଭାରେ ଝଡ଼, ରାଷ୍ଟ୍ରପତିଙ୍କୁ କହିଲେ…

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭାରୁ ପାର୍ଲାମେଣ୍ଟ ସବୁଠି ତୀବ୍ର ବିରୋଧ । କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କ ମନ୍ତବ୍ୟକୁ ନେଇ ରାଜନୈତିକ ଝଡ଼ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ ବୋଲି ମନ୍ତବ୍ୟ ଦେଇଥିଲେ ଅଧୀର ରଞ୍ଜନ । ସଂସଦରେ ଏହାକୁ ନେଇ ତୀବ୍ର ବିରୋଧ ଦେଖିବାକୁ…

ଏଥର ପ୍ରତିଦିନ ୬ ଘଣ୍ଟା ଲେଖାଏଁ ଚାଲିବ ବିଧାନସଭା ବଜେଟ୍‌ ଅଧିବେଶନ

ଭୁବନେଶ୍ୱର(କେନ୍ୟୁଜ): ଏଥର ପ୍ରତିଦିନ ୬ ଘଣ୍ଟା ଲେଖାଏଁ ଚାଲିବ ବିଧାନସଭା ବଜେଟ୍‌ ଅଧିବେଶନ । ଏନେଇ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି । ଅଧିବେଶନ କିଭଳି ସୁରୁଖୁରରେ ଚାଲିବ ସେଥିପାଇଁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସି ଆଲୋଚନା କରାଯାଇଛି ।…

ସରିଲା ବିଧାନସଭାର ବଜେଟ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭା ମୁଲତବୀ

କେନ୍ୟୁଜ୍(ବ୍ୟୁରୋ):  ସରିଲା ବିଧାନସଭାର ବଜେଟ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭା ମୁଲତବୀ । ଏଥର ଅଧିବେଶନରେ ମୋଟ ୬ଟି କାର୍ଯ୍ୟଦିବସ ଥିଲା । ଦୁଇଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା । ୩୫୨ଟି ତାରକା ପ୍ରଶ୍ନ, ୫୪୨ଟି ଅଣତାରକା ପ୍ରଶ୍ନ ଗ୍ରହଣ କରାଯାଇଥିଲା । ଆଜି…

ବିଧାନସଭାରେ ଉଠିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପ୍ରସଙ୍ଗ, ଅନୁବନ୍ଧିତ ହେବା ସତ୍ତ୍ୱେ ବର୍ତ୍ତମାନ ସେବା ଯୋଗାଇ…

ଭୁବନେଶ୍ୱର (କେନ୍ୟୁଜ୍‌) : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରିତାକୁ ନେଇ ବିଧାନସଭାରେ ଉଦ୍‌ବେଗ। ଏହି ଯୋଜନାକୁ ନେଇ ଅନେକ ଅବ୍ୟବସ୍ଥା ପ୍ରସଙ୍ଗ ଉଠାଇଲେ କଂଗ୍ରେସ ଓ ବିଜେପିର ସଦସ୍ୟ। ବର୍ତ୍ତମାନ ସୁଦ୍ଧା ବି ଅନେକ ହସ୍ପିଟାଲ ସହ ଅନୁବନ୍ଧିତ ଥିଲେ ବି ସେବା ଯଗାଇ…

ବିଧାନସଭାରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ସମର୍ଥନ କଲେ ବିରୋଧୀଦଳ ଉପନେତା

ଭୁବନେଶ୍ୱର(କେନ୍ୟୁଜ୍‌) : ବିଧାନସଭାରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ। ଗୃହକାର୍ଯ୍ୟରେ ସେମାନଙ୍କ ଦକ୍ଷତାକୁ ସ୍ମରଣ କଲେ । କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ। କରୋନା ମୃତକଙ୍କ ପରିବାର…

ଆସନ୍ତା ୨୫ ତାରିଖରୁ ବିଧାନସଭା ଅଧିବେଶନ, ଆଜିଠୁ ଆରମ୍ଭ ହୋଇଛି କୋଭିଡ ଟେଷ୍ଟ

ଭୁବନେଶ୍ବର(କେନ୍ୟୁଜ) : ଆସନ୍ତା ୨୫ ତାରିଖରୁ ବିଧାନସଭା ଅଧିବେଶନ । ତା ପୂର୍ବରୁ ଆଜିଠୁ ଆରମ୍ଭ ହୋଇଛି କୋଭିଡ ଟେଷ୍ଟ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କୋଭିଡ ଟେଷ୍ଟ କରିଛନ୍ତି । ଆସନ୍ତାକାଲି ପୌର ନିର୍ବାଚନ ଥିବାରୁ ବିଧାୟକମାନେ ଚାହିଁଲେ ଜିଲ୍ଲାସ୍ତରରେ ଟେଷ୍ଟ କରି ରିପୋର୍ଟ…