Browsing Tag

overturned car

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା କାର, ୫ ଆହତ, ୨ ଗୁରୁତର

ମୋହନ (କେନ୍ୟୁଜ): ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ଅବାରସିଂ ନିକଟରେ ଭାରସାମ୍ୟ ହରାଇ ଏକ କାର ଓଲଟି ପଡିଛି । ଫଳରେ କାରରେ ଯାତ୍ରା କରୁଥିବା ୭ ଜଣଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ମହିଳାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି । ସ୍ଥାନୀୟ ଲୋକେ ଓ…