ଆଜିର ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ
କିଛି ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଥିବାବେଳେ, ଭୁବନେଶ୍ୱରରେ ଦାମ ପରିବର୍ତ୍ତିତ ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି ।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ…