Browsing Tag

puri srimandir closed

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି। ମାର୍ଗଶିର-ଶୁକ୍ଲ ଅଷ୍ଟମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ଦ୍ବିପହର ଧୂପ ସରିବା ପରେ…

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି: ୪ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ): ୧୯ ତାରିଖ ଶନିବାର ମାର୍ଗଶିର-କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ରୁ ରାତ୍ର୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ(କେନ୍ୟୁଜ୍): ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ସେବା କରିବେ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ…

ଆଜି ଶ୍ରୀମନ୍ଦିରରେ ଚିତାଲାଗି ନୀତି: ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା। ମହାପ୍ରଭୁଙ୍କୁ ଲାଗି ହେବ ବ୍ରହ୍ମଜ୍ୟୋତି ହୀରା ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଦଇତାପତି, ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ।…

ଆଜି ଶ୍ରୀମନ୍ଦିରରେ ସନ୍ଧ୍ଯା ୪ଟାରୁ ୬ଟା ଦୁଇ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(କେନ୍ଯୁଜ୍): ଆଜି ଶ୍ରୀମନ୍ଦିରରେ ୨ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ। ସନ୍ଧ୍ଯା ୪ଟାରୁ ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି । ଆଜି ସ୍ୱତନ୍ତ୍ର ବିମାନରେ ଆସି ଦିନ ୨ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି। ଭୁବନେଶ୍ୱରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆ…

ଭକ୍ତ ଭଗବାନଙ୍କ ମଧ୍ୟରେ ପୁଣି ପାଚେରୀ ହେଲା କରୋନା: କାଲିଠାରୁ ଭକ୍ତଙ୍କ ଦର୍ଶନ ଦେବେ ନାହିଁ ଶ୍ରୀଜିଉ, ଆଜି ଅସମ୍ଭାଳ…

ପୁରୀ(କେନ୍ୟୁଜ୍): ୧୦ ତାରିଖରୁ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ। ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର। କାଲି ରବିବାର ଥିବାରୁ ମନ୍ଦିର ସାନିଟାଇଜ ପାଇଁ ବନ୍ଦ ରହିବ। ଆଜି ଶେଷ ସର୍ବସାଧାରଣ ଦର୍ଶନ ହୋଇଥିବାରୁ ଶ୍ରୀକ୍ଷେତ୍ରରେ ଲାଗିଥିଲା ପ୍ରବଳ ଗହଳି।…

ମେ ୧୫ ଯାଏଁ ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ, ଟ୍ୱିଟ କରି ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସନ

ମେ ୧୫ ଯାଏଁ ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଆଜି ଏହି ନିଷ୍ପତ୍ତି ହୋଇଛି। ଠାକୁରଙ୍କ ନୀତିକାନ୍ତି ଓ ସେବାୟତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ଏଭଳି ନିଷ୍ପତ୍ତି…