Browsing Tag

rain update in odisha

ପାଗରେ ପରିବର୍ତ୍ତନ: ଉପକୂଳ ଓଡ଼ିଶାରେ ମେଘୁଆ ପାଗ ସାଙ୍ଗକୁ ଝିପଝିପ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ପାଗରେ ପରିବର୍ତ୍ତନ । ଉପକୂଳ ଓଡ଼ିଶାରେ ବଦଳିଲା ପାଣିପାଗ । ମେଘୁଆ ପାଗ ସାଙ୍ଗକୁ ଝିପଝିପ ବର୍ଷା ହେଉଛି । ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଲାଗି ରହଛି । ଆଜି ୮ ଜିଲ୍ଲା ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି,…

ପଶ୍ଚିମା ଝଡ଼ ପ୍ରଭାବ : ପବନ-ଘଡ଼ଘଡ଼ି ସହ ଆଜିବି ପ୍ରବଳ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଜାରି ରହିଛି । ଗତ ଦୁଇ ଦିନ ହବେ ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଚାଲିଛି । ଅଚାନକ ଘୋଟି ଆସୁଛି କଳାହାଣ୍ଡିଆ ମେଘ । ବିଜୁଳି ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହେଉଛି । ପ୍ରବଳ ବେଗରେ ବହୁଛି ପବନ । ଆଜି ଉପକୂଳ ଓଡ଼ିଶାର ବିଭିନ୍ନ…

ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ, ମୌସୁମୀ ସିିଜିନରେ ଜୁନ ୧ରୁ ଆଜି ସୁଦ୍ଧା ୧୧୫୩.୩ ମିମି ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ରାଜ୍ୟରେ କମିବ ଲଘୁଚାପ ପ୍ରଭାବ। କମିବ ବର୍ଷାର ପରିମାଣ ଓ ବସ୍ତତି। ମୌସୁମୀ ସିିଜିନରେ ରାଜ୍ୟରେ ଜୁନ ୧ରୁ ଆଜି ସୁଦ୍ଧା ରେକର୍ଡ ହୋଇଛି ୧୧୫୩.୩ ମିଲିମିଟର ବର୍ଷା । ଯାହାକି ସ୍ୱାଭାବିକ ବର୍ଷା ୧୦୯୯.୯ ମିଲିମିଟର ତୁଳନାରେ ୫ ପ୍ରତିଶତ ଅଧିକ । କନ୍ଧମାଳ…

ଲଘୁଚାପ ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ଆଜି ୧୦ ଜିଲ୍ଲାକୁ ଜାରି ହୋଇଛି ସତର୍କ ସୂଚନା

ଭୁବନେଶ୍ବର(କେନ୍ୟୁଜ୍):  ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା ।ଆହୁରି ଦୁଇ ଦିନ ପ୍ରବଳ ବର୍ଷିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା। ଦକ୍ଷିଣ ଓଡିଶା ଉପରେ ସକ୍ରିୟ ଥିବା ଅବପାତ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୨୫କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ…