ଭାରସାମ୍ୟ ହରାଇ ଓଲଟିଲା ଟାଟା ମ୍ୟାଜିକ୍, ୧୦ ମହିଳା ଶ୍ରମିକ ଆହତ
ସମ୍ବଲପୁର (କେନ୍ୟୁଜ): ସମ୍ବଲପୁର ଜିଲ୍ଲା ଗୁଲୁମଘାଟି ଗୁଲୁମେଶ୍ୱର ମନ୍ଦିର ସମ୍ମୁଖରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଟାଟା ମ୍ୟାଜିକ୍ । ଏହି ଦୁର୍ଘଟଣାରେ ୧୦ ଜଣ ମହିଳା ଶ୍ରମିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।…