ପ୍ରଥମ ଲିଭର ଟ୍ରାନ୍ସପ୍ଲାଣ୍ଟ୍ରେ ଇତିହାସ ରଚିଲା SCB, ସ୍ତ୍ରୀ ଦେଲେ ସ୍ବାମୀଙ୍କୁ ନୂଆ ଜୀବନ
କଟକ (କେନ୍ୟୁଜ): କଟକ ଏସସିବି ମେଡିକାଲରେ ଲିଭର ଟ୍ରାନସପ୍ଲାଣ୍ଟ । ଦୀର୍ଘ ୧୧ ବର୍ଷ ପରେ ଏସସିବି ମେଡିକାଲର ଟ୍ରମା ବିଲଡିଂର ସ୍ବତନ୍ତ୍ର ମୋଡୁଲାର ଓଟିରେ ଯକୃତ ପ୍ରତିରୋପଣ ଅପରେସନ ହୋଇଛି । କଟକ ତିଗିରିଆ ଅଞ୍ଚଳର ଜଣେ ପୁରୁଷଙ୍କ ଠାରେ ତାଙ୍କର ସ୍ତ୍ରୀଙ୍କ ଠାରୁ ଲିଭର ଟ୍ରାନସପ୍ଲାଣ୍ଟ…