Browsing Tag

summer vacation

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଠାରୁ ଖରା ଛୁଟି ଘୋଷଣା। ଅପ୍ରେଲ ୨୧ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ…

ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି: ଜୁନ୍‌ ୬ରୁ ଜୁନ୍‌ ୧୬ ଯାଏ ଖରାଛୁଟି

ଭୁବନେଶ୍ବର(କେନ୍ୟୁଜ୍): ଖରାଛୁଟି ନେଇ ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । କମିବ ଖରାଛୁଟି ସମୟ ସୀମା । ପାଠପଢ଼ା ପାଇଁ ଖରାଛୁଟିରେ କାଣ୍ଟଛାଣ୍ଟ୍‌ । ଜୁନ୍‌ ୬ରୁ ଜୁନ୍‌ ୧୬ ଯାଏ ଖରାଛୁଟି । ମେ’ ୧ରୁ ଜୁନ୍‌ ୫ ପର୍ଯ୍ୟନ୍ତ ସକାଳ ୬ରୁ ୯ଟା ଯାଏଁ ପାଠପଢ଼ା । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

କଲେଜ ଓ ବିଶ୍ୱବିଦ୍ୟାଳୟ ପାଇଁ ଖରାଛୁଟି ଘୋଷଣା

ଭୁବନେଶ୍ୱର: ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ପାଇଁ ଗ୍ରୀଷ୍ମଛୁଟି ଘୋଷଣା। ମେ’ ୫ ତାରିଖରୁ ମେ’ ୩୧ ତାରିଖ ଯାଏ ଗ୍ରୀଷ୍ମଛୁଟି ଘୋଷଣା କରାଯାଇଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଖରାଛୁଟି ନେଇ ରାଜ୍ୟର…

ବଢିଲା ଖରା ଛୁଟି, ଜୁନ୍ ୨୬ରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍

ଭୁବନେଶ୍ବର : ବଢିଲା ଖରା ଛୁଟି । ଜୁନ୍ ୨୬ରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ୍ ଏବଂ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର । ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ଖୋଲିବାର ଥିଲା । କିନ୍ତୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖି…

ପରିବର୍ତ୍ତିତ ପରିସ୍ଥିତିରେ ବି ପାରମ୍ପରିକ ଶିକ୍ଷାଦାନ, କେନ୍ଦ୍ରାପଡ଼ାରେ ଆଜି ବି ଚାଲିଛି ଗ୍ରୀଷ୍ମକାଳୀନ ପାଠଶାଳା

କେନ୍ଦ୍ରାପଡ଼ା : ପଟ୍ଟାମୁଣ୍ଡାଇ ବ୍ଲକ୍‌ ବଳଭଦ୍ରପୁର ଗାଁରେ ୧୯୭୭ ମସିହାରେ ଦୁର୍ଯ୍ୟୋଧନ ପରିଡ଼ାଙ୍କ ଉଦ୍ୟମରେ ଆରମ୍ଭ ହୋଇଥିଲା ପାଠଶାଳା । ଅନ୍ୟାନ୍ୟ ଗାଁରେ ପାଠଶାଳା ସବୁ ବନ୍ଦ ପଡ଼ିଥିବା ବେଳେ ଏଠି ବେଶ୍‌ ଉତ୍ସାହର ସହ ଚାଲିଛି ପାଠଶାଳା । ପାଠଶାଳାରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ପାଖାପାଖି…

ବଢିଲା ଖରାଛୁଟି ଅବଧି : ୧୮ ତାରିଖ ପରିବର୍ତ୍ତେ ୨୧ରେ ଖୋଲିବ ସ୍କୁଲ

ଭୁବନେଶ୍ବର : ବଢିଲା ଖରାଛୁଟି ଅବଧି । ୧୮ ତାରିଖ ପରିବର୍ତ୍ତେ ୨୧ ତାରିଖରେ ଖୋଲିବ ସ୍କୁଲ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରା ଛୁଟିକୁ ବଢାଯାଇଛି । ଏ ନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଉଭୟ ସରକାରୀ ଓ ଘରୋଇ ସ୍କୁଲଗୁଡିକ ପାଇଁ ଏହା…