ବସ୍-ଟ୍ରକ ମୁହାଁମୁହିଁ ଧକ୍କା, ୧୦ ଯାତ୍ରୀ ଗୁରୁତର
ବଣାଇ (କେନ୍ୟୁଜ): ସୁନ୍ଦରଗଡ଼ ଟିକାୟାତପାଲି ଥାନା ଯାତ୍ରାଖମଣ ନିକଟରେ ଦୁର୍ଘଟଣା । ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ପାଖାପାଖି ବସ୍ରେ ୩୦ରୁ ଅଧିକ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ…