ଚାଲିଗଲେ ‘ବାଲିକା ବଧୂର ’ଦାଦି ସା’
ବର୍ଷୀୟାନ ଅଭିନେତ୍ରୀ ସୁରେଖା ସିକ୍ରି ଆଉ ନାହାନ୍ତି । ହୃଦଘାତ କାରଣରୁ ଶୁକ୍ରବାର ସକାଳେ ତାଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସୁରେଖା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଶୁକ୍ରବାର ସକାଳେ ସୁରେଖା ସିକ୍ରି ମୁମ୍ବାଇରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ତାଙ୍କ ମ୍ୟାନେଜର…