ଶିଶୁଙ୍କୁ ଯୌନ ଶୋଷଣ ମାମଲାରେ ସୁରେନ୍ଦ୍ର ନାୟକକୁ ଗିରଫ କଲା ସିବିଆଇ
ଭୁବନେଶ୍ୱର (କେନ୍ୟୁଜ): ଅନଲାଇନ୍ରେ ଶିଶୁଙ୍କୁ ଯୌନ ଶୋଷଣ ଓ ଉତ୍ପୀଡନ ମାମଲାରେ ଅଭିଯୁକ୍ତ ସୁରେନ୍ଦ୍ର ନାୟକ ହେଲେ ଗିରଫ। ଢେଙ୍କାନାଳ ଜୁବୁଲି ଟାଉନ ଘରୁ ତାଙ୍କୁ ଗିରଫ କରିଛି ସିବିଆଇ। ସ୍ୱତନ୍ତ୍ର ସିବିଆଇ କୋର୍ଟରେ ସୁରେନ୍ଦ୍ର ନାୟକକୁ ହାଜର କରାଯାଇଛି । ଢେଙ୍କାନାଳର ଏକ ପ୍ରଡକ୍ସନ…