ଲାଇଭ କ୍ଲାସରେ ଶିକ୍ଷକଙ୍କ ଚପଲରେ ମାଡ଼ ମାରିଲା ଛାତ୍ର, ଭିଡିଓ ହେଉଛି ଭାଇରାଲ
ଶିକ୍ଷକଙ୍କୁ ଚପଲରେ ମାଡ଼ ମାରିଲା ଛାତ୍ର । ଲାଇଭ କ୍ଲାସରେ ହେଲା ଏମିତି । ହଠାତ ଜଣେ ଛାତ୍ର ନିଜ ଶିକ୍ଷକଙ୍କୁ ଚପଲରେ ବାଡ଼େଇବାକୁ ଲାଗିଥିଲା । ଶିକ୍ଷକ ଜଣଙ୍କ ବି କିଛି ବୁଝି ପାରି ନଥିଲେ । ହଜାର ହଜାର ଛାତ୍ର ନିଜ ମୋବାଇଲରେ କ୍ଲାସ କରୁଥିବାବେଳେ ଦେଖିବାକୁ ପାଇଥିଲେ ଏମିତି କିଛି ଦୃଶ୍ୟ ।…