ରାହୁଲଙ୍କ ନେତୃତ୍ୱରେ ଜିମ୍ବାୱେ ବିପକ୍ଷରେ ଆଜି ମ୍ୟାଚ ଖେଳିବାକୁ ମଇଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ
ଆଜିଠାରୁ ଆରମ୍ଭ ହେଉଛି ଜିମ୍ବାୱେ ଏବଂ ଭାରତ ମଧ୍ୟରେ ଦିନିକିଆ ସିରିଜ । କେଏଲ ରାହୁଲଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଜିମ୍ବାୱେରେ ପହଞ୍ଚି ଅଭ୍ୟାସ ଚଳାଇଛି । ନିକଟରେ ବାଂଲାଦେଶକୁ ହରାଇବା ପରେ ଜିମ୍ବାୱେ ଦଳର ମନୋବଳ ଦୃଢ ରହିଛି । ଭାରତ ବିପକ୍ଷରେ ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରିବାକୁ…