ସାରାବିଶ୍ୱ ପାଳୁଛି ବ୍ୟାଘ୍ର ଦିବସ: କମୁଛି ସଂଖ୍ୟା, ସୁରକ୍ଷା ଢିଲା
କେନ୍ୟୁଜ୍: ଆଜି ବିଶ୍ୱ ବ୍ୟାଘ୍ର୍ୟ ଦିବସ। ଜଙ୍ଗଲ ରାଜାର ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ଜୁଲାଇ ୨୯ ତାରିଖକୁ ଏହି ଦିବସ ଭାବେ ପାଳନ କରାଯାଉଛି। ସାରା ବିଶ୍ୱରେ ଦିନକୁ ଦିନ ବାଘଙ୍କ ସଂଖ୍ୟା ହ୍ରାସ ପାଉଛି। ବିଶ୍ୱର ବାଘ ସଂଖ୍ୟାର ୭୦ ପ୍ରତିଶତ ଭାରତରେ ଅଛନ୍ତି। ଶିକାରୀଙ୍କୁ ରୋକିବା…