ଜଲଦି ଚେକ୍ କରନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର; ଜାଣନ୍ତୁ କେତେ କମିଲା ମୂଲ୍ୟ
ତୈଳ କମ୍ପାନୀଗୁଡିକ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ଆସିଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର…