Below header
Browsing Tag

today petrol diesel price

ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦରର ତାଜା ଅପଡେଟ

ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ସ୍ଥିର ରହି ୯୬ ଟଙ୍କା ୮୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୮ ପଇସା ରହିଛି। ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ…

ଟିକେ ଆଶ୍ୱସ୍ତି! କମିଲା ପେଟ୍ରୋଲ ଓ ଡିଜେଲ ଦର

କମିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ତୁଳନାରେ ୧୭ ପଇସା କମି ୯୬ ଟଙ୍କା ୩୦ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୭ ପଇସା କମି ୯୪ ଟଙ୍କା ୨୩ ପଇସା ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ…

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ୍ ମୂଲ୍ଯର ତାଜା ଅପଡେଟ୍

ଆଜି ପେଟ୍ରୋଲ ଓ ଡିଜେଲ ଦର ଗତକାଲି ତୁଳନାରେ ସାମାନ୍ଯ ପରିବର୍ତ୍ତନ ଆସିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୯୩ ଟଙ୍କା ୩୮ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୯ ଟଙ୍କା ୭୧ ପଇସା ଅଛି । କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍: ପେଟ୍ରୋଲ ଏବଂ ଡିଜେଲ…