ଜମି ପଟ୍ଟା ପାଇଁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ରେଡ୍ ହ୍ୟାଣ୍ଡରେ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀଙ୍କୁ ଧରିଲା…
ମୟୂରଭଞ୍ଜ (କେନ୍ୟୁଜ): ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି। ମୟୂରଭଞ୍ଜ ଜିଲ୍ଲା ଯଶୀପୁର ତହସିଲର କନିଷ୍ଠ କିରାଣି ଭାର୍ଗବ ଚନ୍ଦ୍ର ମହାକୁଡ଼ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଯଶୀପୁର ବ୍ଲକ କାଳିଆଣି ଗାଁର ଭୀଷ୍ମଚରଣ ହେମ୍ବ୍ରମ୍ଙ୍କଠାରୁ ଜମି ପଟ୍ଟା କରି ଦେବାକୁ ନେଇ ୪୦ ହଜାର ଟଙ୍କା…