Below header
Browsing Tag

weather report

ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ଲଘୁଚାପ, ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି

ଭୁବନେଶ୍ବର: ଏବେ ବି ଅସ୍ପଷ୍ଟ ରହିଛି ବାତ୍ୟାର ଗତିପଥ । ଆଜି ସନ୍ଧ୍ୟାରେ ଅବପାତର ରୂପ ନେବ ଲଘୁଚାପ । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ଲଘୁଚାପ। ଏଯାଏ ଅବପାତ ହୋଇନାହିଁ ତେଣୁ ଦିଗ ବିଷୟରେ କହିବେନାହିଁ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର…

ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖୀ, ଘଡ଼ଘଡ଼ି ସହ ହେବ କୁଆପଥର ବର୍ଷା

ଭୁବନେଶ୍ୱର: ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉତ୍ତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଆଭ୍ୟନ୍ତର ଅଞ୍ଚଳରେ ଥିବା ପାଖାପାଖି ୧୫ଟି ଜିଲ୍ଲାରେ ହେବ କାଳବୈଶାଖୀ। ଘୂର୍ଣ୍ଣିଝଡ଼ ହେବା ସହ ଘଡ଼ଘଡ଼ି ଏବଂ କୁଆପଥର ବର୍ଷା ସମ୍ଭାବନା ରହିଛି। ତେବେ, ଏଥିମଧ୍ୟରୁ ୭ଟି ଜିଲ୍ଲାରେ ଏହି ସମୟ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସାମୁଦ୍ରିକ ଝଡ଼! ମେ ୧୬ରେ ନେଇପାରେ ସାଇକ୍ଲୋନିକ୍‌ ଷ୍ଟର୍ମର ଆକାର

ଭୁବନେଶ୍ବର: ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ମେ ୧୬ ତାରିଖରେ ଝଡ଼ ସୃଷ୍ଟିର ଅନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ଓ ଦକ୍ଷିଣ ଆଣ୍ଡାମାନ ସାଗର ନିକଟରେ ଲଘୁଚାପ କ୍ଷେତ୍ର ରହିଛି। ଏହା ଘନୀଭୂତ ହୋଇ ମେ ୧୫ ତାରିଖରେ ଦକ୍ଷିଣ…

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନ, ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାଣ୍ଣିଂ ଜାରି

ଭୁବନେଶ୍ବର: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ବିଜୁଳି ମାରିବା ସହିତ ହେବ ଘଡଘଡି ସହ ବର୍ଷା। ୪୦ ରୁ ୫୦ କିମି ବେଗରେ ପବନ ବୋହିବ। ଗଞ୍ଜାମ, ଗଜପତି,…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ ବଳୟ, ମେ ୧୩ ସୁଦ୍ଧା ନେଇପାରେ ରୂପ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପବଳୟ। ମେ ୧୩ ବେଳକୁ ଏହା ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଏହା ସୃଷ୍ଟି ହେବାର ସମ୍ଭାବନା ଅଧିକ ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ସୁମାତ୍ରା ଉପକୂଳରେ ଥିବା ଘୁର୍ଣ୍ଣିବଳୟ,…

ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା, ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ପବନ ସହିତ ଘଡଘଡି ଓ ବର୍ଷା ହୋଉଥିବାର ଦେଖିବାକୁ ମିଳିଛି । ତେବେ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଏହାର ବିତ୍ପାତ ଅନୁଭୂତ ହେବ। ଏହି…

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ପ୍ରାୟ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ…

ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ! ୧୩ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ…

ଭୁବନେଶ୍ବର: ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିପାଇଁ ୧୩ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ଗଜପତି, ଗଞ୍ଜାମ, କୋରାପୁଟ,…

ସାରା ରାଜ୍ୟରେ କାଳବୈଶାଖୀ ଜାରି: ୧୯ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୨୯ରେ…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଗତକାଲି ପରି ଆଜି ମଧ୍ୟ ଏପରି ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସମୂଦ୍ର ଅଶାନ୍ତ ରହିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ…

ସ୍କାଏମ୍ୟାଟ୍‌ର ଅନୁମାନ, ମେ ୧ରେ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିଝଡ! ଅତି ଭୟଙ୍କର ବାତ୍ୟାରୂପ ନେଇ ମିଆଁମାର ଓ ବାଂଲାଦେଶ…

ନୂଆଦିଲ୍ଲୀ: ମେ ୧ରେ ଘୂର୍ଣ୍ଣି ଝଡ଼ର ଅନୁମାନ । ଦକ୍ଷିଣ ଆଣ୍ଡାମାନ ସାଗରରେ ଏହି ଘୂର୍ଣ୍ଣି ଝଡ଼ର ଅନୁମାନ କରିଛି ସ୍କାଏମ୍ୟାଟ୍‌ । ଘୂର୍ଣ୍ଣି ଝଡ଼ ସୃଷ୍ଟି ହେବାଠାରୁ ଆଣ୍ଡାମାନରେ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ଅନୁମାନ କରାଯାଉଛି । ଏହା ଅଧିକ ଘନୀଭୂତ ହୋଇ ଆଗକୁ ବଢିବ। କିନ୍ତୁ ଏହା…

ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି: ଆସନ୍ତା ୨୦ ଯାଏ ମିଳିବନି ନିସ୍ତାର, ଉତ୍ତର ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା…

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ତାତିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଗତକାଲି ୮ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଭ୍ୟନ୍ତରୀଣ…

ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୦ରୁ ଅଧିକ ସହରର ତାପମାତ୍ରା, ଆଗକୁ ଆହୁରି ବଢ଼ିବା ନେଇ ପାଣିପାଗ କେନ୍ଦ୍ରର ସୂଚନା

ଭୁବନେଶ୍ବର: ଡେଉଁଛି ପାରଦ, ବଢୁଛି ତାତି । ରାଜ୍ୟରେ ଅସମ୍ଭାଳ ଖରା। ୪୦ ଡିଗ୍ରୀ ଉପରେ ରହୁଛି ୧୦ରୁ ଅଧିକ ସହରରେ ତାପମାତ୍ରା। ଆଗକୁ ଆହୁରି ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସପ୍ତାହେ ଧରି ଏଭଳି ଗ୍ରୀଷ୍ମପ୍ରବାହ ଲାଗି ରହିବ। ଗତକାଲି ତାଳଚେରରେ ସର୍ବାଧିକ…